ବିଚାରକର୍ତାମାନଙ୍କ ବିବରଣ 15 : 6 (ORV)
ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, ଏହା କିଏ କରିଅଛି? ତହିଁରେ ଲୋକମାନେ କହିଲେ, ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା । ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20