ଯିରିମିୟଙ୍କ ବିଳାପ 1 : 17 (ORV)
ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22