ଯିରିମିୟଙ୍କ ବିଳାପ 1 : 1 (ORV)
ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22