ଯିରିମିୟଙ୍କ ବିଳାପ 2 : 18 (ORV)
ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶା; ନ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22