ଲେବୀୟ ପୁସ୍ତକ 5 : 17 (ORV)
ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯେବେ କୌଣସି ପ୍ରାଣୀ ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବହିବ ।

1 2 3 4 5 6 7 8 9 10 11 12 13 14 15 16 17 18 19