ଲେବୀୟ ପୁସ୍ତକ 8 : 11 (ORV)
ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36