ଲୂକଲିଖିତ ସୁସମାଚାର 12 : 22 (ORV)
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59