ଲୂକଲିଖିତ ସୁସମାଚାର 12 : 1 (ORV)
ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ିପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ଵରୂପ କପଟତା ବିଷୟରେ ସାବଧାନ ହୋଇଥାଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59