ଲୂକଲିଖିତ ସୁସମାଚାର 14 : 21 (ORV)
ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା । ସେଥିରେ ଗୃହକର୍ତ୍ତା କ୍ରୋଧାନ୍ଵିତ ହୋଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ତ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ଘେନିଆସ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35