ଲୂକଲିଖିତ ସୁସମାଚାର 14 : 28 (ORV)
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35