ଲୂକଲିଖିତ ସୁସମାଚାର 18 : 31 (ORV)
ପରେ ସେ ଦ୍ଵାଦଶଙ୍କୁ ଅନ୍ତର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ଭାବବାଦୀମାନଙ୍କ ଦ୍ଵାରା ଯେସମସ୍ତ ବିଷୟ ଲିଖିତ ଅଛି, ସେସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43