ଲୂକଲିଖିତ ସୁସମାଚାର 7 : 25 (ORV)
ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରି ଯାଇଥିଲ? କଅଣ ସୂକ୍ଷ୍ମବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପରିଧାନ କରି ବିଷୟସୁଖରେ କାଳ କ୍ଷେପଣ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50