ମଲାଖୀ 3 : 1 (ORV)
ଦେଖ, ଆମ୍ଭେ ଆପଣା ଦୂତକୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ଵେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ଦୂତଠାରେଅ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18