ମାର୍କଲିଖିତ ସୁସମାଚାର 16 : 1 (ORV)
ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20