ମାଥିଉଲିଖିତ ସୁସମାଚାର 11 : 20 (ORV)
ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଶକ୍ତିର କାର୍ଯ୍ୟ କରାଯାଇଥିଲା, ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ, କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30