ମାଥିଉଲିଖିତ ସୁସମାଚାର 11 : 1 (ORV)
ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30