ମାଥିଉଲିଖିତ ସୁସମାଚାର 17 : 5 (ORV)
ସେ ଏହି କଥା କହୁ କହୁ, ଦେଖ, ଖଣ୍ତେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ଏହାଙ୍କ ବାକ୍ୟ ଶ୍ରବଣ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27