ମାଥିଉଲିଖିତ ସୁସମାଚାର 19 : 8 (ORV)
ସେ ସେମାନଙ୍କୁ କହିଲେ, କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀକି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30