ମୀଖା 2 : 9 (ORV)
ଆମ୍ଭ ଲୋକମାନଙ୍କର ନାରୀଗଣକୁ ସେମାନଙ୍କର ସୁଖଜନକ ଗୃହରୁ ତୁମ୍ଭେମାନେ ଦୂର କରି ଦେଉଅଛ; ସେମାନଙ୍କର ସନ୍ତାନଗଣଠାରୁ ତୁମ୍ଭେମାନେ ଆମ୍ଭର (ଦତ୍ତ) ଗୌରବ ଚିରକାଳର ନିମନ୍ତେ ହରଣ କରି ନେଉଅଛ ।

1 2 3 4 5 6 7 8 9 10 11 12 13