ମୀଖା 7 : 18 (ORV)
ତୁମ୍ଭ ତୁଲ୍ୟ ପରମେଶ୍ଵର କିଏ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20