ନିହିମିୟା 3 : 23 (ORV)
ସେମାନଙ୍କ ଉତ୍ତାରେ ବିନ୍ୟାମୀନ୍ ଓ ହଶୂବ୍ ଆପଣାମାନଙ୍କ ଗୃହ ସମ୍ମୁଖରେ ଜୀର୍ଣ୍ଣସଂସ୍କାର କଲେ । ସେମାନଙ୍କ ଉତ୍ତାରେ ଅନନୀୟର ପୌତ୍ର ମାସେୟର ପୁତ୍ର ଅସରୀୟ ଆପଣା ଗୃହ ନିକଟରେ ଜୀର୍ଣ୍ଣସଂସ୍କାର କଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32