ନିହିମିୟା 3 : 1 (ORV)
ଏଥି ଉତ୍ତାରେ ଇଲିୟାଶୀବ୍ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ଵାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32