ନିହିମିୟା 6 : 1 (ORV)
ଅନନ୍ତର ମୁଁ ପ୍ରାଚୀର ଗଢ଼ିଅଛି ଓ ତହିଁ ମଧ୍ୟରେ ଆଉ ଭଗ୍ନସ୍ଥାନ ନାହିଁ, ଏହି ସମ୍ଵାଦ ସନ୍ବଲ୍ଲଟ୍ ଓ ଟୋବୀୟ ଓ ଆରବୀୟ ଗେଶମ୍ ଓ ଆମ୍ଭମାନଙ୍କ ଅନ୍ୟାନ୍ୟ ଶତ୍ରୁଙ୍କୁ ଦିଆଗଲା; ତଥାପି ଏସମୟରେ ମୁଁ ନଗରଦ୍ଵାରସବୁରେ କବାଟ ଝୁଲାଇ ନ ଥିଲି ।

1 2 3 4 5 6 7 8 9 10 11 12 13 14 15 16 17 18 19