ନିହିମିୟା 6 : 3 (ORV)
ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?

1 2 3 4 5 6 7 8 9 10 11 12 13 14 15 16 17 18 19