ଗଣନା ପୁସ୍ତକ 11 : 31 (ORV)
ଅନନ୍ତର ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ଵରେ ପକାଇଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35