ଗଣନା ପୁସ୍ତକ 14 : 40 (ORV)
ପୁଣି ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, ଦେଖ, ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା; କାରଣ ଆମ୍ଭେମାନେ ପାପ କରିଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45