ଗଣନା ପୁସ୍ତକ 31 : 3 (ORV)
ତହିଁରେ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଲୋକ ସଜ୍ଜ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54