ଗଣନା ପୁସ୍ତକ 32 : 1 (ORV)
ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେ, ଦେଖ, ସେ ସ୍ଥାନ ପଶୁପଲ ନିମନ୍ତେ ସ୍ଥାନ ଅଟେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42