ଗଣନା ପୁସ୍ତକ 36 : 1 (ORV)
ଅନନ୍ତର ଯୋଷେଫ-ସନ୍ତାନଗଣର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ-ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ଵରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;

1 2 3 4 5 6 7 8 9 10 11 12 13