ଗଣନା ପୁସ୍ତକ 5 : 19 (ORV)
ଆଉ ଯାଜକ ସେହି ସ୍ତ୍ରୀକି ଶପଥ କରାଇ କହିବ, ଯେବେ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ଵାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31