ଗଣନା ପୁସ୍ତକ 8 : 22 (ORV)
ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26