ଓବଦିୟ 1 : 16 (ORV)
କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21