ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 12 (ORV)
ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21