ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 1 (ORV)
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21