ଗୀତସଂହିତା 11 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୁଁ ସଦାପ୍ରଭୁଙ୍କର ଶରଣାଗତ; ତୁମ୍ଭେମାନେ କିରୂପେ ମୋʼ ପ୍ରାଣକୁ କହୁଅଛ, ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?

1 2 3 4 5 6 7