ଗୀତସଂହିତା 127 : 1 (ORV)
ଆରୋହଣ-ଗୀତ; ଶଲୋମନଙ୍କ-ରଚିତ । ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ ।

1 2 3 4 5