ଗୀତସଂହିତା 134 : 1 (ORV)
ଆରୋହଣ ଗୀତ । ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
ଗୀତସଂହିତା 134 : 2 (ORV)
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର ।
ଗୀତସଂହିତା 134 : 3 (ORV)
ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ।

1 2 3

BG:

Opacity:

Color:


Size:


Font: