ଗୀତସଂହିତା 14 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ମୂଢ଼ ମନେ ମନେ କହିଅଛି, ପରମେଶ୍ଵର ନାହାନ୍ତି । ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ ।

1 2 3 4 5 6 7