ଗୀତସଂହିତା 19 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ଆକାଶମଣ୍ତଳ ପରମେଶ୍ଵରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ତଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ ।

1 2 3 4 5 6 7 8 9 10 11 12 13 14