ଗୀତସଂହିତା 20 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ଵରଙ୍କ ନାମ ତୁମ୍ଭକୁ ଉଚ୍ଚରେ ସ୍ଥାପନ କରୁ;

1 2 3 4 5 6 7 8 9