ଗୀତସଂହିତା 28 : 1 (ORV)
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି ।

1 2 3 4 5 6 7 8 9