ଗୀତସଂହିତା 29 : 1 (ORV)
ଦାଉଦଙ୍କର ଗୀତ । ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର ।

1 2 3 4 5 6 7 8 9 10 11