ଗୀତସଂହିତା 3 : 1 (ORV)
ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ । ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି । ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ ।

1 2 3 4 5 6 7 8