ଗୀତସଂହିତା 31 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24