ଗୀତସଂହିତା 38 : 1 (ORV)
ଦାଉଦଙ୍କର ଗୀତ, ସ୍ମରଣୋପାୟ । ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22