ଗୀତସଂହିତା 43 : 1 (ORV)
ହେ ପରମେଶ୍ଵର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର ।

1 2 3 4 5