ଗୀତସଂହିତା 51 : 1 (ORV)
ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ । ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ । ହେ ପରମେଶ୍ଵର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର ।

1 2 3 4 5 6 7 8 9 10 11 12 13 14 15 16 17 18 19