ଗୀତସଂହିତା 54 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ଲୁଚିକରି ନାହିଁ? ସୀଫୀୟମାନେ ଶାଉଲଙ୍କୁ ଏହି କଥା କହିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭ ନାମ ଦ୍ଵାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର ।

1 2 3 4 5 6 7