ଗୀତସଂହିତା 55 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ମସ୍କୀଲ୍ । ହେ ପରମେଶ୍ଵର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23