ଗୀତସଂହିତା 56 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍-ଏଲମ୍ ରହୋକୀମ୍ ସ୍ଵରରେ ଦାଉଦଙ୍କର ଗୀତ; ମିକ୍ତାମ୍ । ପଲେଷ୍ଟୀୟମାନେ ତାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ । ହେ ପରମେଶ୍ଵର, ମୋତେ ଦୟା କର; କାରଣ ମନୁଷ୍ୟ ମୋତେ ଗ୍ରାସ କରିବାକୁ ଉଦ୍ୟତ;

1 2 3 4 5 6 7 8 9 10 11 12 13